ଆଖି ଆମ ଶରୀରର ମହତ୍ୱପୂର୍ଣ୍ଣ ଅଙ୍ଗ। ଆଖି ଦ୍ୱାରା ଆମେ ଏଇ ସୁନ୍ଦର ସଂସାର ଦେଖିପାରୁଛେ। କିନ୍ତୁ ବୟସ ବୃଦ୍ଧି ସହିତ ଆଜିର ଲାଇଫଷ୍ଟାଇଲ ଓ ପ୍ରଦୂଷଣ ଯୋଗୁଁ ଲୋକଙ୍କର ଦୃଷ୍ଟି ଶକ୍ତି ହ୍ରାସ ପାଇବାରେ ଲାଗିଛି। ଫଳରେ ଆମକୁ ଚଷମାର ସାହାଯ୍ୟ ନେବାକୁ ପଡୁଛି। ଘରୋଇ ଉପାୟରେ କିପରି ଆଖିର ଯତ୍ନ ନିଆଯାଇ ପାରିବ, ଆସନ୍ତୁ ଜାଣିବା ।
????ପ୍ରତିଦିନ ରାତିରେ ଶୋଇବା ପୂର୍ବରୁ ଆଖିରେ ସୋରିଷ ତେଲ କିମ୍ବା ଦେଶୀ ଘିଅ ଲଗାନ୍ତୁ।
????ନିୟମିତ ଅନୁଲୋମ – ଵିଲୋମ, ପ୍ରାଣାୟାମ କରନ୍ତୁ।
????ସକାଳେ ଖୋଲା ପଦରେ ଘାସରେ ଚାଲନ୍ତୁ।
????ଅଁଳା ପାଣିରେ ଆଖିକୁ ଧୁଅନ୍ତୁ। ଏହା ସହିତ ରାତିରେ ଦୁଇ ଟୋପା ଗୋଲାପ ଜଳ ଆଖିରେ ପକାନ୍ତୁ।
????ଆଖିରୁ ପାଣି ଝରିବା, ଧରିବା ଓ ଦୁର୍ବଳ ଦେଖାଦେଲେ ରାତିରେ ୮ଟି ବାଦାମ ଭିଜାଇ ସକାଳେ ତାକୁ ବାଟି ପିଇବା ଦ୍ୱାରା ଏପରି ରୋଗରୁ ଉପଶମ ମିଳିଥାଏ।
????ଆଖିପାଇଁ କଦଳୀ ଓ ଆଖୁ ଲାଭକାରୀ ଖାଦ୍ୟ ।
????ଏକ ଗ୍ଲାସ ଲେମ୍ବୁ ପାଣି ପିଇବା ଦ୍ୱାରା ଆଖି ସମ୍ବନ୍ଧିୟ ରୋଗରୁ ଆମକୁ ରକ୍ଷା କରିଥାଏ।